
OTV
February 27, 2025 at 07:47 PM
*#bigbreaking* ❗️
*ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ । କିଛି ଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ।*
*#uttammohanty #ollywood #otv*

🙏
😢
❤️
🕉️
😂
🥹
55