
Sgsk News Point Channel
February 4, 2025 at 01:19 PM
*#ଅଗ୍ନିଶମ_କର୍ମଚାରୀଙ୍କ_ବଢ଼ିଲା_ଭତ୍ତା*
-ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
-ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି
-ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା
-ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି
-ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି
-ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା
*#firedepartment #odisha #cmo #sgsknews*
